1 ଶାମୁୟେଲ 14:40 - ଓଡିଆ ବାଇବେଲ40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।” Viz kapitolaପବିତ୍ର ବାଇବଲ40 ତା'ପରେ ଶାଉଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଗୋଟିଏ କଡ଼ରେ ଛିଡ଼ା ହୁଅ। ମୁଁ ଏବଂ ମୋ’ ପୁଅ ଯୋନାଥନ ଅନ୍ୟ ପାର୍ଶ୍ୱରେ ଛିଡ଼ା ହେଉଛୁ।” ସୈନ୍ୟମାନେ ଉତ୍ତର ଦେଲେ, “ଆପଣ ଯାହା ଗ୍ଭହାନ୍ତି ପ୍ରଭୁ।” Viz kapitola |