1 ଶାମୁୟେଲ 15:16 - ଓଡିଆ ବାଇବେଲ16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।” Viz kapitolaପବିତ୍ର ବାଇବଲ16 ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।” ଶାଉଲ ଉତ୍ତର ଦେଲେ, “ମୋତେ କୁହ।” Viz kapitola |