1 ଶାମୁୟେଲ 15:18 - ଓଡିଆ ବାଇବେଲ18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ବର୍ଜିତ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’ Viz kapitolaପବିତ୍ର ବାଇବଲ18 ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ହତ୍ୟା କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ତାଙ୍କ ସହ ଯୁଦ୍ଧ କର।’ Viz kapitola |