1 ଶାମୁୟେଲ 15:2 - ଓଡିଆ ବାଇବେଲ2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ଵାନୁସନ୍ଧାନ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ। Viz kapitolaପବିତ୍ର ବାଇବଲ2 ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, ‘ଯେତେବେଳେ ଇସ୍ରାଏଲୀୟମାନେ ମିଶରରୁ ବାହାରି ଆସିଲେ, ଅମାଲେକୀୟମାନେ ତାଙ୍କୁ କିଣାନ ଯିବାରେ ବାଧା ସୃଷ୍ଟି କରିଥିଲେ। ମୁଁ ଦେଖିଛି ଯାହାସବୁ ଅମାଲେକୀୟମାନେ କରିଛନ୍ତି। Viz kapitola |