1 ଶାମୁୟେଲ 15:24 - ଓଡିଆ ବାଇବେଲ24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି। Viz kapitolaପବିତ୍ର ବାଇବଲ24 ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି। Viz kapitola |