Online Bible

- Reklamy -




1 ଶାମୁୟେଲ 16:10 - ଓଡିଆ ବାଇବେଲ

10 ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”

Viz kapitola kopírovat

ପବିତ୍ର ବାଇବଲ

10 ଏହିରୂପେ ଯିଶୀ ନିଜର ସାତ ପୁତ୍ରଙ୍କୁ ଶାମୁୟେଲଙ୍କର ସମ୍ମୁଖରେ ଚଲାଇଲେ। ମାତ୍ର ଶାମୁୟେଲ ଯିଶୀଙ୍କୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”

Viz kapitola kopírovat




1 ଶାମୁୟେଲ 16:10

Následuj nás:

Reklamy


Reklamy