1 ଶାମୁୟେଲ 16:18 - ଓଡିଆ ବାଇବେଲ18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲାନ୍ତଣଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।” Viz kapitolaପବିତ୍ର ବାଇବଲ18 ଯୁବକମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଦେଖନ୍ତୁ ମୁଁ ବୈଥ୍ଲେହମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି। ସେ ବୀଣା ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ ପୁଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।” Viz kapitola |