Online Bible

- Reklamy -




1 ଶାମୁୟେଲ 16:23 - ଓଡିଆ ବାଇବେଲ

23 ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏଣୁ ପରମେଶ୍ଵରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ଵାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।

Viz kapitola kopírovat

ପବିତ୍ର ବାଇବଲ

23 ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହସ୍ତରେ ବଜାନ୍ତି। ତହିଁରେ ଶାଉଲ ଆଶ୍ୱାସ ପାଇ ଭଲ ହୁଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।

Viz kapitola kopírovat




1 ଶାମୁୟେଲ 16:23

Následuj nás:

Reklamy


Reklamy