1 ଶାମୁୟେଲ 16:3 - ଓଡିଆ ବାଇବେଲ3 ପୁଣି, ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; ପୁଣି ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।” Viz kapitolaପବିତ୍ର ବାଇବଲ3 ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର। ତା'ପରେ କ’ଣ କରିବା ପାଇଁ ହେବ ମୁଁ ତୁମ୍ଭକୁ ଜଣାଇବି। ମୁଁ ଯାହାକୁ କହିବି, ତୁମ୍ଭେ ତାହାକୁ ଅଭିଷିକ୍ତ କର।” Viz kapitola |