1 ଶାମୁୟେଲ 16:7 - ଓଡିଆ ବାଇବେଲ7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;” Viz kapitolaପବିତ୍ର ବାଇବଲ7 କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଇଲୀୟାବ ଡେଙ୍ଗା ଓ ସୁନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନୁଷ୍ୟ ଯେପରି ଦେଖେ ସଦାପ୍ରଭୁ ସେପରି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀୟାବ ଉପଯୁକ୍ତ ଲୋକ ନୁହଁ।” Viz kapitola |