1 ଶାମୁୟେଲ 17:10 - ଓଡିଆ ବାଇବେଲ10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟ-ଶ୍ରେଣୀକି ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।” Viz kapitolaପବିତ୍ର ବାଇବଲ10 ପଲେଷ୍ଟୀୟ ମଧ୍ୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟବାହିନୀକୁ ତୁଚ୍ଛ କରୁଅଛି। ମୁଁ ସାହସ କରି କହୁଅଛି ମୋତେ ଜଣେ ଲୋକ ଦିଅ, ତେବେ ଆମ୍ଭେମାନେ ପରସ୍ପର ଯୁଦ୍ଧ କରି ପାରିବୁ।” Viz kapitola |