1 ଶାମୁୟେଲ 17:23 - ଓଡିଆ ବାଇବେଲ23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି ଦାଉଦ ତାହା ଶୁଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ। Viz kapitolaପବିତ୍ର ବାଇବଲ23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ ଗାଥନିବାସୀ ପଲେଷ୍ଟୀୟ ଗଲିୟାତ ନାମକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟ ସୈନ୍ୟବାହିନୀ ମଧ୍ୟରୁ ଉଠି ଆସି ପୂର୍ବ ପରି ପାଟିକଲା। ଦାଉଦ ତାହା ଶୁଣିଲେ। Viz kapitola |