Online Bible

- Reklamy -




1 ଶାମୁୟେଲ 17:28 - ଓଡିଆ ବାଇବେଲ

28 ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, ତୁ କାହିଁକି ଏଠିକି ଆସିଲୁ ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ ? ମୁଁ ତୋ’ ଗର୍ବ ଓ ତୋ’ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ ଶୁଣିଲା; ତହିଁରେ ଇଲୀୟାବର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ଵଳିତ ହେଲା, ଆଉ ସେ କହିଲା, ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”

Viz kapitola kopírovat

ପବିତ୍ର ବାଇବଲ

28 ଦାଉଦ ସେହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜ୍ୟେଷ୍ଠଭ୍ରାତା ଇଲୀୟାବ ଶୁଣିଲା। ଇଲୀୟାବର କ୍ରୋଧ ଦାଉଦ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ ଏଠାକୁ କାହିଁକି ଆସିଲୁ? ପ୍ରାନ୍ତରରେ ମେଣ୍ଢାମାନଙ୍କୁ କାହା ପାଖରେ ଛାଡ଼ିଲୁ? ମୁଁ ତୋ’ ଗର୍ବ ଓ ମନର ଦୁଷ୍ଟତା ଜାଣେ। କାରଣ ତୁ କେବଳ ଯୁଦ୍ଧ ଦେଖିବା ପାଇଁ ଆସିଛୁ।”

Viz kapitola kopírovat




1 ଶାମୁୟେଲ 17:28

Následuj nás:

Reklamy


Reklamy