1 ଶାମୁୟେଲ 17:33 - ଓଡିଆ ବାଇବେଲ33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।” Viz kapitolaପବିତ୍ର ବାଇବଲ33 ଶାଉଲ ଉତ୍ତର ଦେଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯୁଦ୍ଧ କରି ପାରିବ ନାହିଁ। କାରଣ ତୁମ୍ଭେ ତ ଜଣେ ସୈନିକ ନୁହଁ ଏବଂ ଗଲିୟାତ ବାଳକ ଅବସ୍ଥାରୁ ଯୁଦ୍ଧ କରି ଆସୁଅଛି।” Viz kapitola |