1 ଶାମୁୟେଲ 17:34 - ଓଡିଆ ବାଇବେଲ34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ, Viz kapitolaପବିତ୍ର ବାଇବଲ34 କିନ୍ତୁ ଦାଉଦ ଶାଉଲଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭର ଦାସ, ଆପଣା ପିତାର ମେଷ ଚରାଉ ଥାଏ। ଥରେ ଗୋଟିଏ ସିଂହ ଓ ଅନ୍ୟଥର ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଗୋଟିଏ ମେଷକୁ ନେଇଗଲା। Viz kapitola |