Online Bible

- Reklamy -




1 ଶାମୁୟେଲ 17:36 - ଓଡିଆ ବାଇବେଲ

36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”

Viz kapitola kopírovat

ପବିତ୍ର ବାଇବଲ

36 ମୁଁ ସିଂହ ଓ ଭାଲୁ ଉଭୟଙ୍କୁ ବଧ କରିଛି ଏବଂ ମୁଁ ମଧ୍ୟ ଗଲିୟାତକୁ ସେହିପରି ବଧ କରିବି। ଗଲିୟାତ ମରିବ କାରଣ ସେ ଜୀବିତ ପରମେଶ୍ୱରଙ୍କର ସୈନ୍ୟକୁ ତୁଚ୍ଛ କରିଅଛି।

Viz kapitola kopírovat




1 ଶାମୁୟେଲ 17:36

Následuj nás:

Reklamy


Reklamy