1 ଶାମୁୟେଲ 17:40 - ଓଡିଆ ବାଇବେଲ40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ପୁଣି ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ40 ଦାଉଦ ଆପଣା ଯଷ୍ଟି ହାତରେ ଧରି ନଦୀରୁ ପାଞ୍ଚ ଗୋଟି ଚିକ୍କଣ ପଥର ବାଛିଲେ ଓ ସେଗୁଡ଼ିକୁ ନିଜର ମେଷପାଳକ ଥଳି ମଧ୍ୟରେ ରଖିଲେ। ନିଜ ହାତରେ ନିଜର ଛାଟିଣୀଟି ଧରି ପଲେଷ୍ଟୀୟ ନିକଟକୁ ଗଲେ। Viz kapitola |