1 ଶାମୁୟେଲ 17:47 - ଓଡିଆ ବାଇବେଲ47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ଼୍ଗ ଓ ବର୍ଚ୍ଛା ଦ୍ଵାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।” Viz kapitolaପବିତ୍ର ବାଇବଲ47 ଏଠାରେ ରୁଣ୍ଡ ହୋଇଥିବା ସବୁ ଲୋକମାନେ ଜାଣିବେ ଯେ, ସଦାପ୍ରଭୁ ଖଡ଼୍ଗ ଓ ବର୍ଚ୍ଛାଦ୍ୱାରା ରକ୍ଷା କରନ୍ତି ନାହିଁ, କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” Viz kapitola |