1 ଶାମୁୟେଲ 17:50 - ଓଡିଆ ବାଇବେଲ50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ଵାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ଼୍ଗ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା। Viz kapitolaପବିତ୍ର ବାଇବଲ50 ଏହିପରି ଭାବରେ ଦାଉଦ ବାଟୁଳି ଓ ପଥର ଦ୍ୱାରା ସେହି ପଲେଷ୍ଟୀୟକୁ ପରାସ୍ତ କଲେ ଓ ଆଘାତ କରି ବଧ କଲେ। ମାତ୍ର ଦାଉଦଙ୍କ ହସ୍ତରେ ଖଡ଼୍ଗ ନ ଥିଲା। Viz kapitola |