1 ଶାମୁୟେଲ 17:52 - ଓଡିଆ ବାଇବେଲ52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ଵନି କଲେ ଓ ଗାଥ୍ ସନ୍ନିକଟ ଓ ଇକ୍ରୋଣ ଦ୍ଵାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ। Viz kapitolaପବିତ୍ର ବାଇବଲ52 ଇସ୍ରାଏଲର ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ସନ୍ନିକଟ ଇକ୍ରୋଣ ଫାଟକ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତା'ପରେ ସେମାନେ ପଲେଷ୍ଟୀୟମାନଙ୍କୁ ହତ୍ୟା କରି ଶାରୟିମ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପକାଇଲେ। Viz kapitola |