Online Bible

- Reklamy -




1 ଶାମୁୟେଲ 18:18 - ଓଡିଆ ବାଇବେଲ

18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?”

Viz kapitola kopírovat

ପବିତ୍ର ବାଇବଲ

18 କିନ୍ତୁ ଦାଉଦ ଉତ୍ତର ଦେଲେ, “ମୁଁ ଏକ ଉଚ୍ଚ ପରିବାରର ନୁହେଁ କି ଜଣେ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ନୁହେଁ, ମୁଁ କିପରି ରାଜାଙ୍କର ଝିଅକୁ ବିବାହ କରି ପାରିବି।”

Viz kapitola kopírovat




1 ଶାମୁୟେଲ 18:18

Následuj nás:

Reklamy


Reklamy