1 ଶାମୁୟେଲ 18:19 - ଓଡିଆ ବାଇବେଲ19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥା’ନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା। Viz kapitolaପବିତ୍ର ବାଇବଲ19 ତେଣୁ ଦାଉଦ ମେରବ୍କୁ ବିବାହ କରିବା ପାଇଁ ସମୟ ଆସନ୍ତେ, ଶାଉଲ, ମହୋଲାତୀୟ ଅଦ୍ରୀୟେଲ ସହିତ ମେରବ୍ର ବିବାହ କରିଦେଲେ। Viz kapitola |