1 ଶାମୁୟେଲ 18:21 - ଓଡିଆ ବାଇବେଲ21 ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ୱିତୀୟବାର ମୋର ଜୁଆଁଇ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ଵରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ଵିତୀୟବାର ମୋର ଜୁଆଁଇ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।” Viz kapitolaପବିତ୍ର ବାଇବଲ21 ଶାଉଲ ଭାବିଲେ, “ମୁଁ ମୀଖଲ ମାଧ୍ୟମରେ ଦାଉଦକୁ ଫାସରେ ପକାଇ ଦେବି। ମୁଁ ମୀଖଲକୁ ଦାଉଦଙ୍କ ସହିତ ବିବାହ ଦେବି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦେବେ।” ତେଣୁ ଶାଉଲ ଦାଉଦଙ୍କୁ ଦ୍ୱିତୀୟ ଥର ପାଇଁ କହିଲେ, “ତୁମ୍ଭେ ଆଜି ମୋର କନ୍ୟାକୁ ବିବାହ କରିପାର।” Viz kapitola |