1 ଶାମୁୟେଲ 18:23 - ଓଡିଆ ବାଇବେଲ23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା ? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।” Viz kapitolaପବିତ୍ର ବାଇବଲ23 ଶାଉଲଙ୍କ ଦାସମାନେ ଏ କଥା ଦାଉଦଙ୍କୁ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭେ କ’ଣ ଭାବୁଛ ରାଜାଙ୍କର ଜ୍ୱାଇଁ ହେବା ଅତି ସହଜ? ମୋର ଏତେ ଅର୍ଥ ନାହିଁ ଯାହାକି ମୁଁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରି ପାରିବି। ମୁଁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମୋର ଅଳ୍ପ ମାନ୍ୟ।” Viz kapitola |