1 ଶାମୁୟେଲ 18:7 - ଓଡିଆ ବାଇବେଲ7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତରକ୍ରମେ ଗାୟନ କରି କହିଲେ : ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।” Viz kapitolaପବିତ୍ର ବାଇବଲ7 ଆଉ ସେହି ସ୍ତ୍ରୀମାନେ ନୃତ୍ୟ କରୁ କରୁ ଗାଇଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ” Viz kapitola |