1 ଶାମୁୟେଲ 19:10 - ଓଡିଆ ବାଇବେଲ10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ। Viz kapitolaପବିତ୍ର ବାଇବଲ10 ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚି ଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା। ସେହି ରାତ୍ରିରେ ଦାଉଦ ପଳାୟନ କଲେ। Viz kapitola |