Online Bible

- Reklamy -




1 ଶାମୁୟେଲ 19:22 - ଓଡିଆ ବାଇବେଲ

22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି ? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

22 ଶେଷରେ ଶାଉଲ ନିଜେ ରାମାକୁ ଗଲେ ଓ ସେଠାରେ ଥିବା ବୃହତ କୂପ ନିକଟରେ ଉପସ୍ଥିତ ହେଲେ, ପୁଣି ସେ ପଗ୍ଭରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଜଣେ କହିଲା, “ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”

Viz kapitola kopírovat




1 ଶାମୁୟେଲ 19:22

Následuj nás:

Reklamy


Reklamy