1 ଶାମୁୟେଲ 19:8 - ଓଡିଆ ବାଇବେଲ8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ। Viz kapitolaପବିତ୍ର ବାଇବଲ8 ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋର୍ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ। Viz kapitola |