Online Bible

- Reklamy -




1 ଶାମୁୟେଲ 2:22 - ଓଡିଆ ବାଇବେଲ

22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଏଲି ଅତି ବୃଦ୍ଧ ହେଲେ; ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।

Viz kapitola kopírovat

ପବିତ୍ର ବାଇବଲ

22 ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା।

Viz kapitola kopírovat




1 ଶାମୁୟେଲ 2:22

Následuj nás:

Reklamy


Reklamy