Online Bible

- Reklamy -




1 ଶାମୁୟେଲ 2:33 - ଓଡିଆ ବାଇବେଲ

33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।

Viz kapitola kopírovat

ପବିତ୍ର ବାଇବଲ

33 ଆଉ ତୁମ୍ଭର ସମସ୍ତ ବଂଶଧରଗଣଙ୍କୁ ଆପଣା ଯଜ୍ଞବେଦିରୁ ଆସୁଥିବା ମୁଁ ଉଚ୍ଛିନ୍ନ କରିବି ନାହିଁ। ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୋର ଯଜ୍ଞବେଦିରେ ସେବା କରିବ। ସେମାନେ ତୁମ୍ଭର ପରିବାର ଧ୍ୱଂସ ପାଇଁ କାନ୍ଦୁଥିବେ ଓ ଶୋକ କରୁଥିବେ। କିନ୍ତୁ ତୁମ୍ଭର ଅଧିକାଂଶ ବଂଶଧରଗଣ ସେମାନଙ୍କର ଯୌବନାବସ୍ଥାରେ ମରିବେ।

Viz kapitola kopírovat




1 ଶାମୁୟେଲ 2:33

Následuj nás:

Reklamy


Reklamy