1 ଶାମୁୟେଲ 2:5 - ଓଡିଆ ବାଇବେଲ5 ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି। Viz kapitolaପବିତ୍ର ବାଇବଲ5 ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ, ବର୍ତ୍ତମାନ ନିଶ୍ଚୟ କଠିନ ପରିଶ୍ରମ କରିବେ। ଖାଦ୍ୟ ଅଭାବରୁ ଯେଉଁମାନେ କ୍ଷୁଧାର୍ତ୍ତ ଥିଲେ, ସେମାନେ ଖାଦ୍ୟ ପାଇ ଅଛନ୍ତି। ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ସ୍ତ୍ରୀଲୋକଟି ଯାହାର ବହୁତ ସନ୍ତାନ ଥିଲା ସେ ଦୁଃଖିତା ହୋଇଅଛି। Viz kapitola |