1 ଶାମୁୟେଲ 20:13 - ଓଡିଆ ବାଇବେଲ13 ତୁମ୍ଭର ଅମଙ୍ଗଳ କରିବା ମୋ’ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ,। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ। Viz kapitolaପବିତ୍ର ବାଇବଲ13 ଯଦି ମୋର ବାପା ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହାନ୍ତି ମୁଁ ତୁମ୍ଭକୁ ଜଣାଇ ଦେବି। ମୁଁ ତୁମ୍ଭକୁ ନିରାପଦରେ ପଠାଇ ଦେବି। ମୁଁ ଯଦି ଏହା ନ କରେ ସଦାପ୍ରଭୁ ମୋତେ ନିଶ୍ଚୟ ଦଣ୍ତ ଦେବେ। ସଦାପ୍ରଭୁ ଯେପରି ମୋର ବାପାଙ୍କ ସହିତ ଅଛନ୍ତି ସେହିପରି ତୁମ୍ଭ ସହିତ ରୁହନ୍ତୁ। Viz kapitola |