1 ଶାମୁୟେଲ 20:17 - ଓଡିଆ ବାଇବେଲ17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା; କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା। Viz kapitolaପବିତ୍ର ବାଇବଲ17 ତା'ପରେ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ତା'ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପୁନର୍ବାର ସତ୍ୟତା ପ୍ରମାଣ କରାଇବାକୁ ଦାଉଦଙ୍କୁ ପଗ୍ଭରିଲେ। ଯୋନାଥନ ଏପରି କଲେ କାରଣ ସେ ନିଜକୁ ଯେତିକି ଭଲ ପାଉଥିଲେ ଦାଉଦଙ୍କୁ ମଧ୍ୟ ସେହିପରି ଭଲ ପାଉଥିଲେ। Viz kapitola |