Online Bible

- Reklamy -




1 ଶାମୁୟେଲ 20:30 - ଓଡିଆ ବାଇବେଲ

30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?

Viz kapitola kopírovat

ପବିତ୍ର ବାଇବଲ

30 ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା'ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ।

Viz kapitola kopírovat




1 ଶାମୁୟେଲ 20:30

Následuj nás:

Reklamy


Reklamy