1 ଶାମୁୟେଲ 20:36 - ଓଡିଆ ବାଇବେଲ36 ପୁଣି, ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା। Viz kapitolaପବିତ୍ର ବାଇବଲ36 ଯୋନାଥନ ସେହି ବାଳକକୁ କହିଲେ, “ତୁମ୍ଭେ ଦୌଡ଼ି ଯାଇ ମୁଁ ଯେଉଁ ତୀର ମାରିଲି ସେଗୁଡ଼ିକୁ ଗୋଟାଇ ଆଣ।” ବାଳକଟି ଦୌଡ଼ିବାକୁ ଲାଗିଲା ଏବଂ ଯୋନାଥନ ସେ ବାଳକ ମୁଣ୍ଡ ଉପରେ ତୀରଗୁଡ଼ିକୁ ମାରିଲେ। Viz kapitola |