1 ଶାମୁୟେଲ 20:42 - ଓଡିଆ ବାଇବେଲ42 ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)42 ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି ଯୋନାଥନ ନଗରକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା। Viz kapitolaପବିତ୍ର ବାଇବଲ42 ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।” Viz kapitola |