1 ଶାମୁୟେଲ 20:7 - ଓଡିଆ ବାଇବେଲ7 ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ଵାରା ଅମଙ୍ଗଳ ସ୍ଥିର ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ସେ ଯେବେ କହିବେ, ‘ଭଲ,’ ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି। Viz kapitolaପବିତ୍ର ବାଇବଲ7 ଯଦି ତୁମ୍ଭର ବାପା କହନ୍ତି, ‘ଠିକ୍ ଅଛି,’ ମୁଁ ଏବେ ନିରାପଦ କିନ୍ତୁ ତୁମ୍ଭର ପିତା ଯଦି ରାଗନ୍ତି, ତେବେ ତୁମ୍ଭେ ଜାଣିବ ଯେ ସେ ମୋତେ ମାରିବାକୁ ସ୍ଥିର କରିଛନ୍ତି। Viz kapitola |