1 ଶାମୁୟେଲ 20:9 - ଓଡିଆ ବାଇବେଲ9 ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ଵାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?” Viz kapitolaପବିତ୍ର ବାଇବଲ9 ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।” Viz kapitola |