1 ଶାମୁୟେଲ 21:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ୍ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?” Viz kapitolaପବିତ୍ର ବାଇବଲ1 ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ। ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?” Viz kapitola |