1 ଶାମୁୟେଲ 21:15 - ଓଡିଆ ବାଇବେଲ15 ମୋହର କ’ଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ ? ଏ ଲୋକ କ’ଣ ମୋହର ଘରକୁ ଆସିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?” Viz kapitolaପବିତ୍ର ବାଇବଲ15 ସେ କହିଲେ, ମୋର ବହୁତ ବାତୁଳ ଲୋକ ଏଠାରେ ଅଛନ୍ତି। ତୁମ୍ଭେ ତାଙ୍କୁ କାହିଁକି ଏଠାକୁ ପାଗଳାମି କରିବା ପାଇଁ ଆଣିଛ? ଏପରି ଲୋକକୁ ମୋ’ ଘରକୁ ଆଉ ଥରେ ଆଣିବ ନାହିଁ।” Viz kapitola |