1 ଶାମୁୟେଲ 21:4 - ଓଡିଆ ବାଇବେଲ4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋ’ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋʼ ହସ୍ତରେ ସାଧାରଣ ରୋଟୀ ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୋଟୀ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।” Viz kapitolaପବିତ୍ର ବାଇବଲ4 ଯାଜକ ଦାଉଦଙ୍କୁ କହିଲେ, “ମୋ’ ପାଖରେ ଏଠାରେ ସାଧାରଣ ରୋଟୀ ନାହିଁ। ମୋ’ ପାଖରେ କିଛି ପବିତ୍ର ରୋଟୀ ଅଛି। ତୁମ୍ଭର ଦାସମାନେ ଏ ରୋଟୀ ଖାଇ ପାରିବେ ଯଦି ସେମାନେ କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯଦି ଯୌନ ସମ୍ପର୍କ ରଖି ନ ଥିବେ।” Viz kapitola |