1 ଶାମୁୟେଲ 21:9 - ଓଡିଆ ବାଇବେଲ9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ଼୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ାହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।” Viz kapitolaପବିତ୍ର ବାଇବଲ9 ଯାଜକ ଉତ୍ତର ଦେଲେ, “ଏଠାରେ ଗୋଟିଏ ଖଣ୍ତା ଅଛି, ଯାହାକି ପଲେଷ୍ଟୀୟ ଗଲିୟାତର ଅଟେ। ଏହାକୁ ତୁମ୍ଭେ ତାକୁ ଏଲୀୟ ଉପତ୍ୟକାରେ ହତ୍ୟା କରିବା ସମୟରେ ଆଣିଥିଲ। ତାହା ସେ ଏଫୋଦ ପଛରେ ବସ୍ତ୍ର ଗୁଡ଼ା ହୋଇ ରଖା ଯାଇଛି। ଏହାକୁ ତୁମ୍ଭେ ନେଇପାର ଯଦି ତୁମ୍ଭେ ଗ୍ଭହଁ।” ଦାଉଦ ଉତ୍ତର ଦେଲେ, “ଏହାକୁ ମୋତେ ଦିଅ। ଗଲିୟାତର ଖଣ୍ତାପରି ଏପରି ଖଣ୍ତା ଆଉ ନାହିଁ।” Viz kapitola |