Online Bible

- Reklamy -




1 ଶାମୁୟେଲ 22:14 - ଓଡିଆ ବାଇବେଲ

14 ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ଵାସ୍ୟ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।

Viz kapitola kopírovat

ପବିତ୍ର ବାଇବଲ

14 ଅହୀମେଲକ ରାଜାଙ୍କୁ ଉତ୍ତର ଦେଲେ, “ଆପଣଙ୍କ ସମସ୍ତ ଦାସମାନଙ୍କ ମଧ୍ୟରେ, ଦାଉଦ ପରି କିଏ ବିଶ୍ୱାସୀ, ସେତ ମହାରାଜାଙ୍କ ଜ୍ୱାଇଁ ଏବଂ ଦାଉଦ ହେଉଛନ୍ତି ଆପଣଙ୍କର ଦେହରକ୍ଷୀମାନଙ୍କର ମୁଖ୍ୟ, ଆପଣଙ୍କ ପରିବାରର ସମସ୍ତ ସଦସ୍ୟ ତାଙ୍କୁ ସମ୍ମାନ କରନ୍ତି।

Viz kapitola kopírovat




1 ଶାମୁୟେଲ 22:14

Následuj nás:

Reklamy


Reklamy