1 ଶାମୁୟେଲ 22:4 - ଓଡିଆ ବାଇବେଲ4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ; ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ। Viz kapitolaପବିତ୍ର ବାଇବଲ4 ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମୋୟାବର ରାଜାଙ୍କ ନିକଟରେ ଛାଡ଼ି ଗଲେ। ଯେତେଦିନ ଯାଏ ଦାଉଦ ସେହି ଦୁର୍ଗରେ ବାସ କଲେ, ସେ ପର୍ଯ୍ୟନ୍ତ ସେମାନେ ମୋୟାବର ରାଜାଙ୍କ ସହିତ ରହିଲେ। Viz kapitola |