Online Bible

- Reklamy -




1 ଶାମୁୟେଲ 22:6 - ଓଡିଆ ବାଇବେଲ

6 ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ

6 ଶାଉଲ ଜାଣିବାକୁ ପାଇଲେ ଯେ, ତାଙ୍କର ଲୋକମାନେ ଦାଉଦ ଓ ତାଙ୍କର ସାଥୀ ଲୋକମାନଙ୍କ ବିଷୟରେ ଜାଣିବାକୁ ପାଇଲେ ଯେ ସେମାନେ କେଉଁଠାରେ ଅଛନ୍ତି। ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବିୟାସ୍ଥିତ ରାମାର ଏକ ଗଛ ମୂଳରେ ବସି ରହିଲେ। ଏବଂ ତାଙ୍କର ଦାସମାନେ ତାଙ୍କୁ ଘେରି ରହିଥିଲେ।

Viz kapitola kopírovat




1 ଶାମୁୟେଲ 22:6

Následuj nás:

Reklamy


Reklamy