1 ଶାମୁୟେଲ 23:10 - ଓଡିଆ ବାଇବେଲ10 ତେବେ ଦାଉଦ କହିଲେ, ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋ’ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି। Viz kapitolaପବିତ୍ର ବାଇବଲ10 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ମୁଁ ଶୁଣିବାକୁ ପାଇଲି ଯେ, ଶାଉଲ ମୋ’ ପାଇଁ କିୟୀଲାକୁ ଧ୍ୱଂସ କରିବାର ଯୋଜନା ପ୍ରସ୍ତୁତ କରିଛି। Viz kapitola |