1 ଶାମୁୟେଲ 23:8 - ଓଡିଆ ବାଇବେଲ8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ। Viz kapitolaପବିତ୍ର ବାଇବଲ8 ଶାଉଲ ତାଙ୍କର ସମସ୍ତ ସୈନ୍ୟମାନଙ୍କୁ ଏକତ୍ରିତ ହେବା ପାଇଁ ଆଦେଶ ଦେଲେ। ଏବଂ ସେମାନେ କିୟୀଲାରେ ଯାଇ ଦାଉଦ ଓ ତା'ର ଲୋକମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହେଲେ। Viz kapitola |