1 ଶାମୁୟେଲ 23:9 - ଓଡିଆ ବାଇବେଲ9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।” Viz kapitolaପବିତ୍ର ବାଇବଲ9 ଦାଉଦ ଜାଣି ପାରିଲେ ଶାଉଲ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିୟାଥରକୁ କହିଲେ, “ଏଠାକୁ ଏଫୋଦ ଆଣ।” Viz kapitola |