1 ଶାମୁୟେଲ 24:17 - ଓଡିଆ ବାଇବେଲ17 ପୁଣି, ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋ’ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋʼଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସେ ଦାଉଦଙ୍କୁ କହିଲେ, “ତୁମ୍ଭେ ମୋʼ ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ। Viz kapitolaପବିତ୍ର ବାଇବଲ17 ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି। Viz kapitola |