1 ଶାମୁୟେଲ 24:6 - ଓଡିଆ ବାଇବେଲ6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।” Viz kapitolaପବିତ୍ର ବାଇବଲ6 ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ବାରଣ କଲେ ଯେ, ମୋର ସ୍ୱାମୀ ବିରୁଦ୍ଧରେ ପୁଣି ଏପରି କରିବା ଉଚିତ୍। ମୋର ହସ୍ତ ତାଙ୍କ ବିରୁଦ୍ଧରେ ଉଠାଇବା, ଏହା ମୋ’ ପାଇଁ ଠିକ୍ ହେବ ନାହିଁ। କାରଣ ଶାଉଲ ସଦାପ୍ରଭୁଙ୍କର ମନୋନୀତ ରାଜା।” Viz kapitola |